www.samajalive.in
Sunday, December 7, 2025
26.1 C
Bhubaneswar

ଜାମ୍ମୁ-କାଶ୍ମୀରରେ ପୁଲିସ ଓ ସିଆରପିଏଫଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ; ୨ ପୁଲିସ କର୍ମଚାରୀ ଶହୀଦ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପୋରରେ ଆତଙ୍କବାଦୀ ମାନେ ଆକ୍ରମଣ କରିଥିବା ନେଇ ଶନିବାର ଜଣାପଡିଛି। ପୁଲିସ ଓ ସିଆରପିଏଫଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏଥିରେ ୨ ପୁଲିସ କର୍ମଚାରୀ ସହିଦ ହୋଇଛନ୍ତି। ଏହାସହ ୨ ଜଣ ଆହତ ହେବା ସହ ୨ ନାଗରିକଙ୍କ ମଧ୍ୟ ମୃତ୍ୟୁ ହୋଇଛି। ଗୁଳିଚାଳନା ପରେ ଆତଙ୍କବାଦୀ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ସମଗ୍ର ଅଞ୍ଚଳକୁ ଘେରାଉ କରାଯାଇ ସୁରକ୍ଷାକର୍ମୀ ତଲାସି ଅଭିଯାନ ଜାରି ରଖିଛନ୍ତି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories