www.samajalive.in
Sunday, December 7, 2025
26.1 C
Bhubaneswar

ଜମ୍ମୁ-କାଶ୍ମୀରରେ ସଡକ ଦୁର୍ଘଟଣା ; ୫ ମୃତ

ଜମ୍ମୁ : ଜମ୍ମୁ-କାଶ୍ମୀରର ସମ୍ବା ଜିଲାରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ବୋଲି ଖବର ମିଳିଛି। ସାମ୍ବାର ମାନସର କ୍ଷେତ୍ର ନିକଟରେ ଏକ କାର ଗଭୀର ଖାଇକୁ ଖସି ୫ ଜଣଙ୍କ ଜୀବନ ଚାଲି ଯାଇଛି। ଜଣେ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। କାରଟି ପଞ୍ଜାବରୁ ଶ୍ରୀଗଗର ଯାଉଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାରୀ କାର୍ଯ୍ୟ ଜାରି ରଖିଛନ୍ତି। ଘଟଣାର ତଦନ୍ତ କରାଯାଉଛି। ତେବେ ଦୁର୍ଘଟଣାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories