www.samajalive.in
Sunday, December 7, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ; ତିନି ଆତଙ୍କବାଦୀ ନିହତ

ଜମ୍ମୁ : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଏକ ବଡ ସଫଳତା ମିଳିଛି। ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ତିନି ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ଘଟଣାସ୍ଥଳରୁ ଅନେକ ଗୋଳା ବାରୁଦ, ଆପତ୍ତିଜନକ ସାମଗ୍ରୀ, ଏକେ ୪୭, ୨ଟି ପିସ୍ତଲ ମଧ୍ୟ ଜବତ ହୋଇଛି। ବର୍ତ୍ତମାନ ମଧ୍ୟ ତଲାସି ଅଭିଯାନ ଜାରି ରହିଛି।
ସୂଚନାନୁଯାୟୀ, ଶ୍ରୀନଗରର ନୌଗାମ ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ଏଯାଏଁ ୩ ଆତଙ୍କବାଦୀ ନିହତ ହୋଇଥିବା ନେଇ ଖବର ମିଳିଛି। ଗତକାଲି ବିଳମ୍ବିତ ରାତିରେ ଖବର ମିଳିଥିଲା, ଉକ୍ତ ଅଞ୍ଚଳରେ ୩ ରୁ ୪ ଜଣ ଆତଙ୍କବାଦୀ ଲୁଚି ରହିଥିଲେ। ଏହାପରେ ତଲାସି ଅଭିଯାନ ଆରମ୍ଭ ହୋଇଥିଲା।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories