www.samajalive.in
Saturday, December 6, 2025
16.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା ; ୭ ମୃତ

ଶ୍ରୀନଗର : ଜମ୍ମୁ ଅନ୍ତର୍ଗତ କିଶତୱାଡରେ ଏକ ବଡ ଧରଣର ଦୁର୍ଘଟଣା ଘଟିଥିବା ନେଇ ବୁଧବାର ଖବର ମିଳିଛି। ଏଠାରେ ଧାନୋଡେରୁ ଅଞ୍ଚଳରେ ଏକ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇ ସାତ ଜଣଙ୍କ ମୃତ୍ୟୁ ଘଟିଛି।
ମିଳିଥିବା ସୂଚନାନୁଯାୟୀ, ବୁଧବାର ସକାଳେ କିଛି କର୍ମଚାରୀ ଓ ଶ୍ରମିକ ଏକ ଗାଡିରେ ଇଖାଲା ଠାରୁ ସିବଡଭତ୍ତି ଯାଉଥିଲେ। ଏହି ସମୟରେ ମଝି ରାସ୍ତାରେ ଧାନୋଡେରୁ ନିକଟରେ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ସାତ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୨ ଜଣ ଗୁରୁତର ହୋଇଥିଲେ। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚିବା ସହ ଘଟଣାର ତଦନ୍ତ କରାଯାଉଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories