www.samajalive.in
Saturday, December 6, 2025
19.1 C
Bhubaneswar

ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳିବିନିମୟ ; ଜଣେ ଆତଙ୍କବାଦୀ ମୃତ

ଜମ୍ମୁ : ଦକ୍ଷିଣ କାଶ୍ମୀର ଶୋପିୟାଁରେ ଶନିବାର ସକାଳେ ସୁରକ୍ଷାକର୍ମୀ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିୟମ ହୋଇଛି। କାଶ୍ମୀରର ଜଣେ ବରିଷ୍ଠ ଅଧିକାରୀଙ୍କ କହିବାନୁଯାୟୀ,ଶୋପିୟାଁର ଜୈନାପୋରା ଅଞ୍ଚଳ ଚେରମାର୍ଗରେ ଗୁଳିବିନିମୟରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି। ଯବାନଙ୍କ ଦ୍ୱାରା ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି। ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଲୁଚି ଥିବା ନେଇ ପୁଲିସ,ସୈନା,ସିଆରପିଏଫର ଏକ ଟିମ ସୂଚନା ପାଇଥିଲେ। ଏହାପରେ ତଲାସି ଅଭିଯାନ ଆରମ୍ଭ କରିଥିଲେ। ଏହି ଅଞ୍ଚଳରେ ସୁରକ୍ଷାକର୍ମୀ ପ୍ରବେଶ କରିବା ମାତ୍ରେ ଆତଙ୍କବାଦୀ ଗୁଳି ଚାଳନା ଆରମ୍ଭ କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଥିଲା।

 

- Advertisement -

 

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories