www.samajalive.in
Saturday, December 6, 2025
14.1 C
Bhubaneswar

ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳିବିନିମୟ ; ଜଣେ ଆତଙ୍କୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିୟ ଘଟିଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ବର୍ତ୍ତମାନ ମଧ୍ୟ ଉକ୍ତ ସ୍ଥାନରେ ତଲାସି ଅଭିଯାନ ଜାରି ରଖିଛନ୍ତି । ଶୋପିଆନ୍‌ର କାପରେନ ଅଞ୍ଚଳରେ ଏହି ଗୁଳିବିନିମୟ ଜାରି ରହିଥିବା ବେଳେ ପୁଲିସ ଓ ସେନା ଦ୍ୱାରା ତଲାସି ଅଭିଯାନ ଜାରି ରହିଛି । ଏହି ଆତଙ୍କବାଦୀ ମାନେ କୁଲଗାମ-ଶୋପିଆନ ଅଞ୍ଚଳରେ ସକ୍ରିୟ ରହିଥିଲେ । ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories