www.samajalive.in
Sunday, December 7, 2025
15.1 C
Bhubaneswar

ବଡ ସଫଳତା ; ୩ ଲସ୍କର ଆତଙ୍କୀ ନିହତ

ଶ୍ରୀନଗର : ଦକ୍ଷିଣ କାଶ୍ମୀରର କୁଲଗାମ ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଶୁକ୍ରବାର ୨ୟ ଦିନ ଗୁଳିବିନିମୟ ଜାରି ରହିଛି। ଗୁଳିବିନିମୟରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଗୁଳିବିନିୟମରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି।

୨୦ ବର୍ଷ ପରେ ଫେରିଲେ ଧୋନୀ; ଖୁସିରେ ଆତ୍ମହରା ଗ୍ରାମବାସୀ

 

- Advertisement -

ମୃତ ୩ ଆତଙ୍କବାଦୀ ଲସ୍କର-ଏ-ତୈୟବା ସହ ଜଡିତ ବୋଲି ଜଣାପଡିଛି। ଅନ୍ୟ ଆତଙ୍କବାଦୀ ଏହି ଅଞ୍ଚଳରେ ଲୁଚି ରହିଥିବା ଆଶଙ୍କା କରାଯାଇଥିବା ସହ ତଲାସି ଅଭିଯାନ ଜାରି ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories