www.samajalive.in
Sunday, December 7, 2025
14.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର; ୨ ଆତଙ୍କୀ ନିହତ..

ଶ୍ରୀନଗର : ଜମ୍ମୁ-କାଶ୍ମୀର ସୋପୋରରେ ସୁରକ୍ଷାକର୍ମୀ -ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ପରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଗତକାଲି ୨ ଗ୍ରାମରକ୍ଷୀଙ୍କୁ ଗୁଳିକରି ହତ୍ୟା କରିଥିଲେ ଆତଙ୍କବାଦୀ। ଏହାପରେ ସୋପୋରରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ତଲାସି ଅଭିଯାନ ଜାରି ରହିଥିଲା। ତଲାସି ଅଭିଯାନ ସମୟରେ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଆତଙ୍କୀ ନିହତ ହୋଇଛନ୍ତି। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି ।

ନଭେମ୍ବର ୧୬ରେ ରାଜଯୋଗ; ଜାଣନ୍ତୁ କେଉଁ ୪ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ଚମକିବ ଭାଗ୍ୟ..

ଟାଙ୍ଗିଆ ଲଗାଇ ଭାଇ-ଭଉଣୀ ଠାରୁ ୭ ଲକ୍ଷ ଲୁଟ୍‌..

- Advertisement -

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories