www.samajalive.in
Saturday, December 6, 2025
16.1 C
Bhubaneswar

ଖାଇକୁ ଯାତ୍ରୀବାହୀ ବସ୍‌‌ ଖସିବା ଘଟଣା ; ମୃତ୍ୟୁ ସଂଖ୍ୟା ୩୬

ଶ୍ରୀନଗର : ଜାମ୍ମୁ-କାଶ୍ମୀର ଡୋ ଡୋ ଜିଲାରେ ବୁଧବାର ମଧ୍ୟାହ୍ନ ୧୨ଟାରେ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି। ଏହାସହ ୧୯ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତିି କରାଯାଇଛି। ଏକ ଯାତ୍ରୀବାହୀ ବସ୍‌‌ ଅନିୟନ୍ତ୍ରିତ ହୋଇ ଗଭୀର ଖାଇକୁ ଖସି ପଡି ଥିଲା । ବସ୍‌‌ଟି କିସ୍ତୱାଡାରୁ ଜମ୍ମୁ ଅଭିମୁଖେ ଯାଉଥିଲା। ବସ୍‌‌ଟି ଅନିୟନ୍ତ୍ରିତ ହୋଇ ପ୍ରାୟ ୨୫୦ ମିଟର ଗଭୀର ଖାଇକୁ ଖସିପଡି ଥିଲା।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories