www.samajalive.in
Monday, December 8, 2025
13.1 C
Bhubaneswar

ଜମ୍ମୁ-କାଶ୍ମୀରର କୁଲଗାମରେ ବିଏସଏଫଙ୍କ ଗାଡି ଉପରେ ଆତଙ୍କବାଦୀ ଆକ୍ରମଣ

ଜମ୍ମୁ : ଜମ୍ମୁ-କାଶ୍ମୀରର କୁଲଗାମର କାଜିଗୁଣ୍ଡ ଅଞ୍ଚଳର ମୀର ବଜାରେ ବିଏସଏଫଙ୍କ ଗାଡି ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି ବୋଲି ଗୁରୁବାର ଖବର ମିଳିଛି । ଆକ୍ରମଣ ହେବା ସମୟରେ ବିଏସଏଫଙ୍କ ଗାଡି ସେହି ରାସ୍ତା ଦେଇ ଅତିକ୍ରମ କରୁଥିଲା । ବର୍ତ୍ତମାନ ଉକ୍ତ ଅଞ୍ଚଳକୁ ଘେରାଉ କରାଯାଇଥିବା ବେଳେ ତଲାସି ଅଭିଯାନ ଜାରି ରହିଛି । ଆତଙ୍କବାଦୀ ମାନେ ସେଠାରେ ଲୁଚି ରହିଛନ୍ତି ବୋଲି ଆଶଙ୍କା କରାଯାଉଛି ।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories