www.samajalive.in
Saturday, December 6, 2025
23.1 C
Bhubaneswar

ଜମ୍ମୁ-କାଶ୍ମୀର; ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ, କିସ୍ତଓ୍ବାରରେ ୨ ଯବାନ ଶହୀଦ୍‌..

ଶ୍ରୀନଗର : ଜମ୍ମୁ-କାଶ୍ମୀରରେ ୨ଟି ପୃଥକ ପୃଥକ ସ୍ଥାନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ବାରାମୂଳାର ଚକ ଟପ୍ପର କ୍ରେରି ପଟ୍ଟନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି । ବର୍ତ୍ତମାନ ମଧ୍ୟ ସେହି ଅଞ୍ଚଳରେ ତଲାସି ଅଭିଯାନ ସହ ଗୁଳିବିନିମୟ ଜାରି ରହିଛି ।

କଟକରେ ଅଘଟଣ ; ମାଆର ଗଳାକାଟି ହତ୍ୟା କଲା ସଇତାନ ପୁଅ

- Advertisement -

ମାତ୍ର ଏହାପୂର୍ବରୁ ଶୁକ୍ରବାର କିସ୍ତଓ୍ବାରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟ ସମୟରେ ସେନାର ଦୁଇ ଯବାନ ଶହୀଦ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । କିସ୍ତଓ୍ବାରରୁ ୪୫ କିଲୋମିଟର ଦୂର ଛାତ୍ରୁ ଅଞ୍ଚଳରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ସେନାର ଦୁଇ ଯବାନ ଶହୀଦ ହୋଇଛନ୍ତି । ୨ ଜଣ ଗୁରୁତର ଆହତଙ୍କୁ ହସ୍ପିଟାଲରେ ଚିିକିତ୍ସା କରାଯାଉଛି ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories