www.samajalive.in
Saturday, December 13, 2025
14.1 C
Bhubaneswar

ଜମଟାଙ୍ଗି-ମନୁପାଲି ରାସ୍ତା ଅବସ୍ଥା ଶୋଚନୀୟ 

ବୌଦ୍ଧ : ବୌଦ୍ଧ ଜିଲ୍ଲା ସଦର ବ୍ଲକ ମନୁପାଲି ପଞ୍ଚାୟତର ଜମଟାଙ୍ଗି-ମନୁପାଲି ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇ ପଡିଛି । ରାସ୍ତାର ଅବସ୍ଥା ଖରାପ ଯୋଗୁଁ ଏହି ପଞ୍ଚାୟତର ମନୁପାଲି, ସାଣ୍ଢପାଲି, ଡିଗି, ରୁଗୁଡିଗୋରା, ବୁଢ଼ୀକଣ, ମହୁଲି ଆଦି ଗ୍ରାମର ୨୦୦୦ ରୁ ଅଧିକ ଜନସାଧାରଣ ଯାତାୟାତ କରିବାରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାଛଡା ଅଞ୍ଚଳର ଛାତ୍ରଛାତ୍ରୀ ମାନେ ସ୍କୁଲ ଓ କଲେଜକୁ ଯିବା ଆସିବା କରିବାରେ ଅନେକ ସମସ୍ୟା ହେଉଥିବା ଅଭିଯୋଗ କରିଛନ୍ତି। ଏଣୁ ବ୍ଲକ ପ୍ରଶାସନ ପକ୍ଷରୁ ଏହି ରାସ୍ତାକୁ ତୁରନ୍ତ ମରାମତି କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories