www.samajalive.in
Monday, December 15, 2025
14.1 C
Bhubaneswar

ଷ୍ଚ୍ରେଚରରେ ବୁହାହେଲେ ଗର୍ଭବତୀ, ଅଧା ବାଟରେ ପ୍ରସବ

ଜଗତସିଂହପୁର: ଜଗତସିଂହପୁର ଜିଲା ନେହୁଳିଆ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଚଉଡ଼ା ରାସ୍ତା ନ ଥିବାରୁ ଆମ୍ୱୁଲାନ୍ସ ଗାଁ ଭିତରକୁ ଆସିପାରିନାହିଁ । ଫଳରେ ବାଧ୍ୟ ହୋଇ ପରିବାର ଲୋକେ ଗର୍ଭବତୀଙ୍କୁ ଏକ କି.ମି ପର୍ଯ୍ୟନ୍ତ ଷ୍ଟ୍ରେଚରରେ ବୋହି ମୁଖ୍ୟ ରାସ୍ତାକୁ ନେଇଥିଲେ । ସେଠାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଚକିତ୍ସାଳାୟ ନିଆଯାଉଥିଲା ହେଲେ ବାଟରେ ହିଁ ତାଙ୍କର ପ୍ରସବ ହୋଇଥିଲା । ଏହାପରେ ତାଙ୍କୁ ରଘୁନାଥପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।  ପ୍ରସବ ପରେ ମା’ ଓ ନବଜାତ ଶିଶୁପୁତ୍ର ସୁସ୍ଥଥିବା ଜଣା ପଡ଼ିଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories