www.samajalive.in
Saturday, December 6, 2025
17.1 C
Bhubaneswar

ଜଙ୍ଗଲ ଜମି ପଟ୍ଟା ବାଣ୍ଟିଲେ ବିଧାୟକ

ପାଟଣା : ଘଟଗାଁ ବ୍ଲକ ପ୍ରଶାସନ ପକ୍ଷରୁ ଘଟଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ମୁଖ୍ୟ ଅତିଥି ଭାବେ ଘଷିପୁରା ବିଧାୟକ ଶ୍ରୀଯୁକ୍ତ ବଦ୍ରୀ ନାରାୟଣ ପାତ୍ର ଯୋଗ ଦେଇ ବ୍ଲକର ବିଭିନ୍ନ ପଞ୍ଚାୟତରୁ ୩୨୬ ଜଣ ହିତାଧିକାରୀଙ୍କୁ ସେମାନଙ୍କ ପ୍ରାପ୍ୟ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରିଛନ୍ତି । ଏଥିରେ ଘଟଗାଁ ବିଡ଼ିଓ ନାରାୟଣ ଚନ୍ଦ୍ର ସାହୁ; ଏବିଡ଼ିଓ ଚିତ୍ତରଞ୍ଜନ ନାୟକ, ମଙ୍ଗଳ ଅଧିକାରିଣୀ ଶୁଶ୍ରୀ ରିତା ନାୟକ, ପିଏ ପ୍ରମୋଦ କୁମାର କର, ଜିପିଇଓ ଗୋପବନ୍ଧୁ ନାୟକ, ଯୋଗାଣ ବିଭାଗ ନିରୀକ୍ଷକ ବାଜିନାଥ ମାହାଲି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ୨୦୨୦-୨୧ ଆର୍ଥିକ ବର୍ଷରେ ୫ଶହରୁ ଉର୍ଦ୍ଧ୍ବ ଜମିପଟ୍ଟା ରାଜସ୍ୱ ବିଭାଗ ପକ୍ଷରୁ ଅନୁମୋଦିତ ହୋଇଥିବା ମଙ୍ଗଳ ଅଧିକାରିଣୀଙ୍କ ଠାରୁ ପ୍ରକାଶ ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories