ଜନ୍ମାଷ୍ଟମୀରେ ଚମକିବ ଏହି ରାଶିଙ୍କ ଭାଗ୍ୟ..

ପ୍ରତ୍ୟେକ ବର୍ଷ ଭାଦ୍ରବ ମାସର କୃଷ୍ଣପକ୍ଷର ଅଷ୍ଟମୀ ତିଥିରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ପାଳନ କରାଯାଏ। ଏହି ଦିନକୁ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବୋଲି କୁହାଯାଏ । ଚଳିତ ବର୍ଷ ୨୬ ଅଗଷ୍ଟରେ ଜନ୍ମାଷ୍ଟମୀ ପାଳନ କରାଯିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଜନ୍ମାଷ୍ଟମୀର ପବିତ୍ର ଦିନରେ ଏହି ରାଶିଙ୍କୁ ଭଗବାନଙ୍କ ବିଶେଷ କୃପା ମିଳିବା ସହ ଭାଗ୍ୟ ଚମକିବ। ଏମାନେ ପ୍ରଭୁଙ୍କ ପ୍ରିୟ ରାଶି ବୋଲି କୁହାଯାଏ। ବୃଷ – ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୃଷ ରାଶି … Continue reading ଜନ୍ମାଷ୍ଟମୀରେ ଚମକିବ ଏହି ରାଶିଙ୍କ ଭାଗ୍ୟ..