www.samajalive.in
Friday, December 5, 2025
20.1 C
Bhubaneswar

ଜନ୍ମାଷ୍ଟମୀ ପରେ କେତୁଙ୍କ ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ ; ଏହି ରାଶି ହେବେ ମାଲାମାଲ୍‌, ମିଳିବ ଧନ, ସନ୍ତାନ ସୁଖ..

ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ପର୍ବ ୧୫ ଅଗଷ୍ଟରେ ପାଳନ କରାଯିବ । ଏହାର ୨ ଦିନ ପରେ ୧୭ ଅଗଷ୍ଟରେ ଗ୍ରହଙ୍କ ରାଜା ସୂର୍ଯ୍ୟ ନକ୍ଷତ୍ର ପରିବର୍ତ୍ତନ କରିବେ । ଜ୍ୟୋତିଷ ଗଣନାନୁସାରେ ସୂର୍ଯ୍ୟ ୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ । ଯାହା କେତୁଙ୍କ ଗ୍ରହ ନକ୍ଷତ୍ର ବୋଲି କୁହାଯାଏ ।
ସୂର୍ଯ୍ୟଙ୍କ କେତୁଙ୍କ ନକ୍ଷତ୍ରରେ ପ୍ରବେଶର ପ୍ରଭାବ ୧୨ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିବ । ତେବେ କିଛି ରାଶି ବ୍ୟକ୍ତି ବିଶେଷଙ୍କୁ ଖୁବ୍‌ ଶୁଭଫଳ ମିଳିବ । ତେବେ ଜାଣନ୍ତୁ ଜନ୍ମାଷ୍ଟମୀ ପରେ ସୂର୍ଯ୍ୟଙ୍କ ଏହି ନକ୍ଷତ୍ର ପରିବର୍ତ୍ତନ ଫଳରେ କେଉଁ କେଉଁ ରାଶି ଭାଗ୍ୟବାନ୍‌ ହେବେ..

କର୍କଟ- ଏହି ରାଶିଙ୍କୁ ଶୁଭଫଳ ମିଳିବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ଆତ୍ମବିଶ୍ୱାସ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ ।

- Advertisement -

ସିଂହ- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂଆ ନୂଆ ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଧନ ଲାଭର ଯୋଗ ରହିଛି । ସଫଳତା ସହ ଅଟକି ଥିବା କାମ ପୂରଣ ହେବ ।

ବିଛା- ଭାଗ୍ୟର ସାଥ୍‌ ମିଳିବ । ଗୁପ୍ତ ଧନ ପ୍ରାପ୍ତି ହେବ । ଦୀର୍ଘ ଦିନରୁ ଇଚ୍ଛା କରିଥିବା କାମ ପୂରଣ ହେବ । ସନ୍ତାନ ସୁଖ ମିଳିବ । ପରିଶ୍ରମର ଫଳ ପାଇବେ ।

ଧନୁ- ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ମାନସିକ ଶାନ୍ତି ମିଳିବ । ପ୍ରେମରେ ସଫଳତା ମିଳିବ । ଶୁଭ ଖବର ମିଳିବ । ପରିବାରରେ ହସଖୁସିର ବାତାବରଣ ରହିବ ।

ଦେଖନ୍ତୁ ଭିଡିଓ ;ଭୟଙ୍କର ଷଣ୍ଢ ଲଢେଇ ବେଳେ ଯାଉଥିଲେ ଯୁବତୀ, ଯାହା ଅବସ୍ଥା ହେଲା ଭୟରେ ଥରି ଉଠିବ ଛାତି..

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories