www.samajalive.in
Sunday, December 7, 2025
14.1 C
Bhubaneswar

ଆଜି କଂଗ୍ରେସରେ ମିଶିବେ ଯଶୱନ୍ତ ସିଂହଙ୍କ ପୁଅ

ଜୟପୁର : ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିକୁ ବଡ ଝଟ୍‍କା ଲାଗିଛି। ନିର୍ବାଚନ ପୂର୍ବରୁ ଦଳର ଅନ୍ୟତମ ପ୍ରମୁଖ ନେତା ମାନବେନ୍ଦ୍ର ସିଂହ କଂଗ୍ରେସରେ ମିଶିବାକୁ ଯାଉଛନ୍ତି। ମାନବେନ୍ଦ୍ର ବୁଧବାର କଂଗ୍ରେସରେ ଯୋଗଦେବେ।
ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେବେ। ଏ ସମ୍ପର୍କରେ ମାନବେନ୍ଦ୍ର ନିଜେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମାନବେନ୍ଦ୍ର ହେଉଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂହଙ୍କ ପୁଅ। ସେପ୍ଟେମ୍ବର ୨୨ରେ ମାନବେନ୍ଦ୍ର ବିଜେପିରୁ ଇସ୍ତଫା ଦେଇଥିଲେ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories