www.samajalive.in
Wednesday, November 19, 2025
18.1 C
Bhubaneswar

ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ। ଆଜି ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ସରକାରୀ କାର୍ଯ୍ୟାଳୟ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ପୈତୃକ ଗ୍ରାମ ସୋରଡ଼ାର ୩ଟି ଘରେ ଭିଜିଲାନ୍ସ ଛାନଭିନ୍‌‌ କରୁଛି। ଏହାସହିତ ଭୁବନେଶ୍ୱର ବାସଭବନ ଓ ବ୍ରହ୍ମପୁରରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରୁଛି। ଭିଜିଲାନ୍ସର ୨ଟି ଟିମ୍‌‌ ଚଢ଼ାଉରେ ସାମିଲ ହୋଇଥିବା ସୂଚନା ମିଳିଛି।

Hot this week

ରଣଜୀ ଟ୍ରଫି: ଓଡ଼ିଶାର ବଡ଼ ସ୍କୋର୍‌; ୪୬୫ ରନ୍‌ ଲକ୍ଷ୍ୟର ପିଛାକରି ନାଗାଲାଣ୍ଡ ୧/୪୧

କଟକ: ଭୁବନେଶ୍ବରର କିଟ୍‌ ଷ୍ଟାଡିୟମ୍‌ରେ ଚାଲିଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ମଙ୍ଗଳବାର...

ଦକ୍ଷିଣ ଲେବାନନରେ ଇସ୍ରାଏଲର ବିମାନ ଆକ୍ରମଣ: ୧୧ହମାସ ଆତଙ୍କବାଦୀଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଇସ୍ରାଏଲ ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ...

ବାବା ସିଦ୍ଦିକି ହତ୍ୟା ମାମଲା: ଅନ୍‌ମୋଲ୍‌ ଭାରତ ପ୍ରତ୍ୟର୍ପିତ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବ ସିଦ୍ଦିକିଙ୍କ ହତ୍ୟା ମାମଲାରେ ସମ୍ପୃକ୍ତ...

ଅଲ୍‌ ଫଲାହ ପ୍ରତିଷ୍ଠାତା ଗିରଫ

ନୂଆଦିଲ୍ଲୀ: ହ୍ବାଇଟ କଲାର ଟେରର ମଡ୍ୟୁଲ ଓ ଦିଲ୍ଲୀ ଲାଲକିଲା ବିସ୍ଫୋରଣ...

ନୀତିଶଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୨୦ରେ ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ...

Related Articles

Popular Categories