www.samajalive.in
Sunday, December 7, 2025
13.1 C
Bhubaneswar

କଙ୍ଗନାଙ୍କ ବିରୋଧରେ ଜାଭେଦଙ୍କ ମାନହାନି ମାମଲା

ମୁମ୍ବଇ : ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ମାନହାନି ମାମଲା ରୁଜୁ କରିଛନ୍ତି ଗୀତିକାର ଜାଭେଦ ଅଖତାର। ମଙ୍ଗଳବାର ମୁମ୍ବଇର ଅନ୍ଧେରୀସ୍ଥିତ ଦୌରାଜଜ୍‌ଙ୍କ କୋର୍ଟରେ ଏହି ମାମଲା ରୁଜୁ ହୋଇଛି। ଏକ ଟିଭି ଚାନେଲରେ ଜାଭେଦଙ୍କ ବିରୋଧରେ କଙ୍ଗନା ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ପାଇଁ ଏହି ମାମଲା ରୁଜୁ କରାଯାଇଛି। ପିଟିସନରେ ଜାଭେଦ ଅଭିଯୋଗ କରିଛନ୍ତି ଯେ ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ଘଟଣାରେ ତାଙ୍କର ନାମକୁ କଙ୍ଗନା ଅଯଥାରେ ଯୋଡିଥିଲେ। ଟିଭି ଚାନେଲରେ କଙ୍ଗନା କରିଥିବା ଅଭିଯୋଗରେ ଭିଡିଓକୁ ଜାଭେଦ ପ୍ରମାଣ ଭାବେ ଉପସ୍ଥାପନ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories