www.samajalive.in
Monday, December 8, 2025
14.1 C
Bhubaneswar

ଆତଙ୍କବାଦୀଙ୍କ ଗ୍ରେନେଡ ଆକ୍ରମଣ ; ୪ ଯବାନ ଆହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ବାରମୁଲା ଜିଲ୍ଲାରେ ଆତଙ୍କବାଦୀଙ୍କ ଗ୍ରେନେଡ ଆକ୍ରମଣରେ ୪ଜଣ ଅର୍ଦ୍ଧସାମରିକ ବାହିନୀ ଯବାନ ଆହତ ହୋଇଛନ୍ତି। ମଙ୍ଗଳବାର ସିଆର୍‍ପିଏଫ୍‍ର ଏକ ପହରାଦାର ଦଳ ଉପରକୁ ଅଜ୍ଞାତ ଆତଙ୍କବାଦୀମାନେ ଏହି ଗ୍ରେନେଡ ଫିଙ୍ଗିଥିଲେ। ଏଥିରେ ୪ଜଣ ଯବାନ ଆହତ ହୋଇଛନ୍ତି। ଗୁରୁତର ଭାବେ ଆହତ ଜଣେ ଯବାନଙ୍କୁ ସ୍ୱତନ୍ତ୍ର ଚିକିତ୍ସା ପାଇଁ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟ ଯବାନମାନେ ସାମାନ୍ୟ ଆହତ ପାଇଛନ୍ତି। ଆକ୍ରମଣକାରୀମାନଙ୍କୁ ଧରିବା ପାଇଁ ସେହି ଅଞ୍ଚଳରେ ତଲାସୀ ଅଭିଯାନ ଆରମ୍ଭ ହୋଇଛି। ତେବେ ଆକ୍ରମଣ ପାଇଁ କୌଣସି ଗୋଷ୍ଠୀ ପକ୍ଷରୁ ଦାବି କରାଯାଇନାହିଁ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories