www.samajalive.in
Friday, December 5, 2025
27.1 C
Bhubaneswar

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଂଘନ, ଭାରତୀୟ ଯବାନ ଶହୀଦ

ଶ୍ରୀନଗର: ଉତ୍ତର କାଶ୍ମୀରର କୁପୱାଡ଼ା ଜିଲାର ମାଛିଲ ସେକ୍ଟରରେ ପାକିସ୍ତାନୀ ସେନା ପକ୍ଷରୁ ପୁଣି ଥରେ ଯୁଦ୍ଧବିରତି ଉଲ୍ଲଂଘନ କରାଯାଇଛି। ଶନିବାର ସକାଳେ ପାକିସ୍ତାନ ରେଞ୍ଜର୍ସ ହଠାନ ନିୟନ୍ତ୍ରଣ ରେଖାରେ ଗୁଳିମାଡ଼ ଆରମ୍ଭ କରିଛନ୍ତି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଗତ ୨୩ ତାରିଖରେ ପୁଞ୍ଚ ଜିଲାର ମାଲଟୀ, ମନକୋଟ ଏବଂ କୃଷ୍ଣା ଘାଟି ସେକ୍ଟରରେ ପାକିସ୍ତାନ ଯୁଦ୍ଧ ବିରତି ଉଲ୍ଲଂଘନ କରିବା ସହିତ ଭାରତୀୟ ସେନା ଶିବିର ଉପରକୁ ଗୁଳିମାଡ଼ କରିଥିଲା। ଏହା ପୂର୍ବରୁ ୪ଦିନ ଭିତରେ ପାକ୍‌ ସେନା ୩ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା। ଜୁଲାଇ ୨୨ରେ ପଲାମ୍ବାଲା ତଥା ଗୁଲପୁର ସେକ୍ଟରରେ ପାକ୍‌ ସେନା ପକ୍ଷରୁ ଗୁଳିମାଡ଼ କରାଯିବାରୁ ଜଣେ ଯବାନ ଶହୀଦ ହୋଇଥିଲେ ଏବଂ ଅନ୍ୟ ଜଣେ ଆହତ ହୋଇଥିଲେ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories