www.samajalive.in
Wednesday, December 10, 2025
14.1 C
Bhubaneswar

ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ

ନୂଆପଡା : ଆଜି ନୂଆପଡା ଉପନିର୍ବାଚନ ଫଳାଫଳ । ବର୍ତ୍ତମାନ୍ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ ରହିଛନ୍ତି। ଦ୍ଵିତୀୟ ରାଉଣ୍ଡ ସୁଦ୍ଧା ୭୪୧୩ ଭୋଟ୍‌ରେ ଆଗୁଆ ରହିଛି। ପ୍ରଥମ ରାଉଣ୍ଡରେ ୩୫୪୭ ଭୋଟ୍‌ରେ ଆଗୁଆ ରହିଛନ୍ତି। ପ୍ରଥମ ରାଉଣ୍ଡରେ ଢୋଲକିଆଙ୍କୁ ୪୯୦୪ ଭୋଟ୍ ମିଳିଛି। ଦ୍ଵିତୀୟ ସ୍ଥାନରେ ଥିବା ସ୍ନେହାଙ୍ଗିନୀଙ୍କୁ ୧୩୫୭ ଭୋଟ୍ ମିଳିଛି।
ସେପଟେ ଦ୍ଵିତୀୟ ରାଉଣ୍ଡ ସୁଦ୍ଧା ୭୪୧୩ ଭୋଟ୍‌ରେ ଆଗୁଆ ରହିଛନ୍ତି । ଜୟ ଢୋଲକିଆଙ୍କୁ ୧୦୪୩୬ ଭୋଟ୍‌ ମିଳିଛି। ଦ୍ଵିତୀୟ ସ୍ଥାନରେ ଥିବା ସ୍ନେହାଙ୍ଗିନୀଙ୍କୁ ୩୦୨୩ ଭୋଟ୍‌ ମିଳିଛି। କଂଗ୍ରେସର ଘାସିରାମ ମାଝୀଙ୍କୁ ୨୨୩୪ ଭୋଟ୍ ମିଳିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories