www.samajalive.in
Friday, December 5, 2025
23.1 C
Bhubaneswar

ବିଜେଡି ବାପାଙ୍କୁ ପଚାରିନଥିଲା : ଜୟ

ଭୁବନେଶ୍ୱର: ବିଜେଡି ଛାଡ଼ିବା ନେଇ ଜୟ ଢୋଲକିଆ ବିସ୍ଫୋରକ ବୟାନ ଦେଇଛନ୍ତି। ଜୟ କହିଛନ୍ତି, ବାପା ଅସୁସ୍ଥ ଥିବାବେଳେ ବିଜେଡି ତାଙ୍କୁ ପଚାରିଲାନାହିଁ। ଯେଉଁ ନେତାମାନେ ଦଳରେ ଜୀବନ ସାରା ରହିଲେ , ତାଙ୍କୁ ନା ଫୋନ୍ କଲେ ନା ସହଯୋଗ। ଏପରିକି ବାପାଙ୍କ ଦଶାହ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକ​‌ରେ ମତେ ଡକାଯାଇନଥିଲା। ମୁଁ ପୁଅ ହୋଇ ବି ସେମାନେ ମୋତେ ଡାକିନଥିଲେ। ଯେଉଁଥିପାଇଁ ମୁଁ ଦଳ ଛାଡିଲି। ବାପାଙ୍କ ସପ୍ନ ଥିଲା ଯେ ନୂଆପଡ଼ାକୁ ଏକ ନମ୍ବର କରିବା। ତେଣୁ ବାପାଙ୍କ ସପ୍ନ ପୂରଣ କରିବାକୁ ବିଜେପିକୁ ଆସିଲି। ବିଜେଡିରେ ଏହା ସମ୍ଭବ ହୋଇ ନଥାନ୍ତା ବୋଲି କହିଛନ୍ତି ଜୟ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories