www.samajalive.in
Saturday, December 6, 2025
17.1 C
Bhubaneswar

ଜୟନାରୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି

ଭୁବନେଶ୍ୱର: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ସାମୟିକ ଆଶ୍ୱସ୍ତି । ସୁପ୍ରିମକୋର୍ଟରୁ ସାମୟିକ ଆଶ୍ୱସ୍ତି ପାଇଛନ୍ତି ଜୟନାରାୟଣ । ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ସର୍ବୋଚ୍ଚ ଅଦାଲତ । ଟାଉନ ଥାନାରେ ରୁଜୁ ହୋଇଥିବା ମାମଲାରେ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories