www.samajalive.in
Saturday, December 6, 2025
23.1 C
Bhubaneswar

ହାତ ଧରିବେ ଜୟରାମ

ଭୁବନେଶ୍ବର: କଂଗ୍ରେସରେ ମିଶିବେ କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ। ନଭେମ୍ବର ୧୬ ତାରିଖରେ ସେ ହାତ ଧରିବେ। ଏନେଇ ସାମାଜିକ ଗଣମାଧ୍ୟମ ଜରିଆରେ ନିଜେ ସୂଚନା ଦେଇଛନ୍ତି ଜୟରାମ। ଜନତା ଦଳରୁ ବିଜେଡି ଓ ପରେ ବିଜେପିକୁ ଯାଇଥିବା ଜୟରାମ କିଛିଦିନ ପୂର୍ବରୁ ବିଜେପି ଛାଡ଼ି ବିଆରଏସରେ ସାମିଲ ହୋଇଥିଲେ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories