www.samajalive.in
Monday, December 15, 2025
26.1 C
Bhubaneswar

ଦୁଇ କିନ୍ନରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜୟପୁର: ଦୁଇ କିନ୍ନରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଜୟପୁର ଟାଉନ୍ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ବୁଢୀ ଠାକୁରାଣୀ ମନ୍ଦିର ନିକଟରୁ ଦୁଇ ଜଣ କିନ୍ନରଙ୍କ ମୃତଦେହ ଠାବ ହୋଇଛି। ମୃତକଙ୍କ ମଧ୍ୟରୁ ଜଣେ ମନ୍ଦିର ପୂଜକ ଓ ଅନ୍ୟ ଜଣେ ତାଙ୍କ ବନ୍ଧୁ ବୋଲି ଜଣାପଡିଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ଖବର ପାଇ ଘଟଣାସ୍ଥଳରେ ଟାଉନ୍ ଥାନା ପୁଲିସ୍‌ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories