www.samajalive.in
Monday, December 8, 2025
13.1 C
Bhubaneswar

ଅଟୋ-ଟିପ୍ପର ଧକ୍କା: ୪ ମୃତ, ଏକାଧିକ ଆହତ

କୋରାପୁଟ: ଜୟପୁର ଥୁରୁଡିପୁଟ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋକୁ ପିଟିଛି ଟିପ୍ପର। ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା ମିଳିଛି। ସ୍ଥାନୀୟ ଲୋକେ ତୁରନ୍ତ  ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିବା ନେଇ ଅନୁମାନ କରାଯାଉଛି।

Hot this week

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

Related Articles

Popular Categories