www.samajalive.in
Tuesday, December 9, 2025
16.1 C
Bhubaneswar

ପାଣିରେ ବୁଡ଼ି ଭାଇଭଉଣୀ ମୃତ

ଜୟପୁର: ନଦୀରେ ବୁଡ଼ି ଯାଇ ଭାଇଭଉଣୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଭାଇଭଉଣୀ ବୋରିଗୁମା ଥାନା ଅଞ୍ଚଳା ପଞ୍ଚାୟତ ବିରାହାଣ୍ଡି ଗାଁର ବୋଲି ଜଣାପଡ଼ିଛି। ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଉଭୟ ଭାଇଭଉଣୀ ପାଣିରେ ବୁଡ଼ିଯାଇଥିଲେ।

ଦୀର୍ଘ ସମୟ ପର୍ଯ୍ୟନ୍ତ ଉଭୟ ଭାଇ ଓ ଭଉଣୀ ଘରକୁ ନ ଫେରିବାରୁ ଘରଲୋକେ ଖୋଜାଖୋଜି କରିଥିଲେ। ଉଭୟଙ୍କୁ ପାଣିରୁ ଉଦ୍ଧାର ପରେ ଡାକ୍ତରଖାନାକୁ ନେଇଥିଲେ। ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଉଭୟ ପାଞ୍ଚବର୍ଷର ଏବଂ ଦୁଇ ଭାଇଙ୍କର ପୁଅ ଓ ଝିଅ ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories