www.samajalive.in
Saturday, December 6, 2025
26.1 C
Bhubaneswar

ଯନ୍ତ୍ରୀଙ୍କ ଆତ୍ମହତ୍ୟା, କ୍ବାର୍ଟର୍ସରୁ ମିଳିଲା ଝୁଲନ୍ତା ମୃତଦେହ

ସମାଜ ଡିଜିଟାଲ ଡେସ୍କ: ନରସିଂହପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଜୟ ସାମଲ ଆତ୍ମହତ୍ୟା କରିଛନ୍ତି। ଶନିବାର ପୂର୍ବାହ୍ନରେ ଅଜୟ ରହୁଥିବା ବ୍ଲକ କଲୋନୀର ସରକାରୀ ବାସଭବନରୁ ତାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। କ’ଣ ପାଇଁ ସେ ଆତ୍ମହତ୍ୟା କଲେ ତାହା ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଜାରି ରଖିଛି। ଏହା ସହିତ ସ୍ଥାନୀୟ ତହସିଲଦାରଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ଘଟଣାର ଅନୁସନ୍ଧାନ ଚଳାଇଛନ୍ତି। କେଉଁ ପ୍ରକାର ଚାପର ବଶବର୍ତ୍ତୀ ହୋଇ ଯନ୍ତ୍ରୀ ଆତ୍ମହତ୍ୟା କଲେ ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories