www.samajalive.in
Sunday, December 14, 2025
23.1 C
Bhubaneswar

ଆସନ୍ତା ୮ରୁ ନିଟ ଓ ଜେଇଇ କୋଚିଂ

ଭୁବନେଶ୍ବର: କଲେଜରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କୁ ନିଟ ଓ ଜେଇଇ କୋଚିଂ ଦିଆଯିବ। ଆସନ୍ତା ୮ ତାରିଖରୁ ସବୁ କଲେଜରେ ନିଟ ଓ ଜେଇଇ ଅନଲାଇନ କୋଚିଂ ଦିଆଯିବ। ଅନଲାଇନ କୋଚିଂ ବ୍ୟବସ୍ଥା କରିବାକୁ ଡିଏଚଏସଇ ପକ୍ଷରୁ ନିର୍ଦେଶ ଦିଆଯାଇଛି। ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜକୁୁ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କୁ ନିଟ ଓ ଜେଇଇ କୋଚିଂ ଦିଆଯିବା ନେଇ ଡିଏଚଏସଇ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଯୁକ୍ତ ୨ ଛାତ୍ରଛାତ୍ରୀଙ୍କୁ ନିଟ ଓ ଜେଇଇ କୋଚିଂ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଅନଲାଇନ କୋଚିଂ ଦିଆଯିବ ବୋଲି ନିର୍ଦେଶନାମାରେ ଉଲ୍ଲେଖ ରହିଛି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories