www.samajalive.in
Saturday, December 13, 2025
26.1 C
Bhubaneswar

ଜେଇଇ(ମେନ) ଫଳ ପ୍ରକାଶ

ସମାଜ ଡିଜିଟାଲ ଡେସ୍କ: ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ-ମେନ) ୨୦୨୫-୨୬ ସେସନ-୨ର ଫଳାଫଳ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ www.jeemain.nta.ac.in ଓ୍ବେବସାଇଟକୁ ଯାଇ ନିଜ ପରୀକ୍ଷା ଫଳ ଯାଞ୍ଚ କରିପାରିବେ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ଦ୍ଵାରା ଆୟୋଜିତ ଏହି ପରୀକ୍ଷାରେ ୨୪ ଛାତ୍ରଛାତ୍ରୀ ୧୦୦ ପର୍ସେଣ୍ଟାଇଲ ରଖି ଶୀର୍ଷ ସ୍ଥାନରେ ରହିଛନ୍ତି।

ଗତ ଏପ୍ରିଲ ୨ରୁ ୮ ତାରିଖ ମଧ୍ୟରେ ୫ଟି ପର୍ଯ୍ୟାୟରେ ୩୦୦ ସହରର ୫୩୧ କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୧୦ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories