www.samajalive.in
Monday, December 8, 2025
24.1 C
Bhubaneswar

ରାମଚଣ୍ଡୀ ମୁହାଣରେ ଜେଲିଫିସ୍‌ଙ୍କ ମୃତଦେହ

ଗୋପ : ପୁରୀ ଜିଲା ଚନ୍ଦ୍ରଭାଗାରୁ ରାମଚଣ୍ଡୀ ମୁହାଣ ନିକଟ ଇକୋ ରିଟ୍ରିଟ୍‌ ପର୍ଯ୍ୟନ୍ତ ସମୁଦ୍ର କୂଳରେ ଶହ ଶହ ବିରଳ ପ୍ରଜାତିର ବ୍ଲୁ ବଟମ ଜେଲିଫିସ୍ ମରି ପଡ଼ିଛନ୍ତି। ଏନେଇ ପରିବେଶବିତ୍‌ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି। ସମୁଦ୍ରରେ ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନର ପ୍ରଭାବ ସାମୁଦ୍ରିକ ପରିସଂସ୍ଥା ଉପରେ ପଡ଼ୁଥିବାରୁ ଏହି ଜେଲିଫିସ୍ ମୃତ୍ୟୁମୁଖରେ ପଡ଼ୁଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି। ଘଟଣା ସମ୍ପର୍କରେ ଅନୁଧ୍ୟାନ ପାଇଁ ଜୈବ ବିଶେଷଜ୍ଞ କମିଟି କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯିବାକୁ ପରିବେଶବିତ, ଗବେଷକ ଓ କୋଣାର୍କ ଅଞ୍ଚଳର ଜନସାଧାରଣ ଦାବି କରିଛନ୍ତି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories