ଝରିଗାଁ: ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ନବରଙ୍ଗପୁର ଜିଲ୍ଲା ଝରିଗାଁ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ସିଉଲାଗୁଡା ଗାଁରୁ ଝୁଲନ୍ତା ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଉଭୟ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Popular Categories



