www.samajalive.in
Saturday, December 13, 2025
23.1 C
Bhubaneswar

ପିକ୍‌ଅପ୍‌ ଭ୍ୟାନ ଓଲଟି ୨୦ ଗୁରୁତର

ଝରିଗାଁ: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ଘଲଘଳିଆଗୁଡା ଗ୍ରାମ ନିକଟରେ ରବିବାର ଏକ ପିକ୍‌ଅପ୍‌ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୨୦ଜଣ ଯାତ୍ରୀ ଗୁରୁତର ହୋଇଥିବା ଜଣାପଡ଼ିଛି।

ସୂଚନା ପ୍ରକାରେ, ଝରିଗାଁ ବ୍ଲକ ଏକମ୍ବା ପଂଚାୟତ ସଦର ମହକୁମାର ପ୍ରାୟ ୨୫ଜଣ ଲୋକ(୨୨ଜଣ ମହିଳା ଓ ୩ଜଣ ପୁରୁଷ) ଏକ ପିକ୍‌ଅପ୍‌ ଭ୍ୟାନରେ ବେଲଗାଁ ପଂଚାୟତ ଅନ୍ତର୍ଗତ ମହଣ୍ଡି ଗ୍ରାମକୁ ନିର୍ବନ୍ଧ କାର୍ଯ୍ୟରେ ଯୋଗ ଦେବା ପାଇଁ ଯାଉଥିଲେ। ଘଲଘଳିଆଗୁଡା ଓ ମହଣ୍ଡି ଗ୍ରାମର ମଝି ରାସ୍ତାରେ ଭାରସାମ୍ୟ ହରାଇ ପିକ୍‌ଅପ୍‌ ଭ୍ୟାନଟି ଓଲଟି ପଡିବାରୁ ପାଖାପାଖି ୨୦ଜଣ ଯାତ୍ରୀ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରମାନଙ୍କୁ ଦୁଇ ଗୋଟି ଆମ୍ବୁଲାନ୍ସ ଯୋଗେ ଉମରକୋଟ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ଦୁର୍ଘଟଣା ପରେ ଚାଳକ ଜଣକ ଘଟଣା ସ୍ଥଳରୁ ଫେରାର ଥିବା ଜଣାପଡିଛି।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories