www.samajalive.in
Saturday, December 6, 2025
16.1 C
Bhubaneswar

ଅଟୋ-ଟ୍ରକ୍ ଧକ୍କା : ୪ ମୃତ

ଝାଡଖଣ୍ଡ : ଝାଡଖଣ୍ଡ ଦୁମୁକା ଜିଲ୍ଲା ମୁଫାସିଲ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଏକ ଅଟୋ ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକ ମାନେ ମୁଫାସିଲ ଥାନା ନୋନିହାଟ ବ୍ଲକର ବୋଲି ଜଣାପଡିଛି। ସେମାନେ ଦୁମକା ସ୍ଥିତ ପର୍ଯ୍ୟଟନସ୍ଥଳୀ ମସାନଜୋର​‌ରେ ପିକନିକ ସାରି ଫେରୁଥିବା ବେଳେ ଏଭଳି ଅଘଟଣ ଘଟିଛି। ଖବର ପାଇ ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories