www.samajalive.in
Saturday, December 6, 2025
26.1 C
Bhubaneswar

ଦୋକାନରେ ଅଗ୍ନିକାଣ୍ଡ ; ୩ ମୃତ 

ରାଞ୍ଚି : ଝାଡଖଣ୍ଡର ଧନବାଦରେ ଏକ ଅଘଟଣ ଘଟିଥିବା ନେଇ ମଙ୍ଗଳବାର ଖବର ମିଳିଛି। ଏକ ଦୋକାନରେ ଅଗ୍ନିକାଣ୍ଡ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ଶିଶୁ ରହିଛନ୍ତି। ଅନ୍ୟ ଜଣେ ଶିଶୁ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡିଛି। ହଠାତ୍‌‌ ନିଆଁ ଲାଗିବା ପରେ ନିଆଁ ଚାରି ଆଡେ ବ୍ୟାପି ଯାଇଥିଲା। ଏହି ଅଘଟଣ ସମୟରେ ଛଅ ଜଣ ଦୋକାନ ଭିତରେ ଥିଲେ। ଖବର ପାଇ ଦମକଳ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଦୋକାନ ଉପରେ ଥିବା ଘରେ ଅନ୍ୟ ମାନଙ୍କୁ ଉଦ୍ଧାର କରିଥିଲେ। ଘଟଣାର ତଦନ୍ତ କରାଯାଉଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories