www.samajalive.in
Sunday, December 7, 2025
23.1 C
Bhubaneswar

ମାର୍ଚ୍ଚ ୩୧ରୁ ଝାରସୁଗୁଡାରୁ ଉଡିବ ବିମାନ

ଝାରସୁଗୁଡା : ଆସନ୍ତା ମାର୍ଚ୍ଚ ୩୧ତାରିଖରୁ ଝାରସୁଗୁଡାରୁ ଦେଶର ୩ଟି ସ୍ଥାନକୁ ସ୍ପାଇସ ଜେଟର ବିମାନ ଉଡିବ । ଏନେଇ ଝାରସୁଗୁଡା ବିମାନ ବନ୍ଦର ନିର୍ଦ୍ଦେଶକ ଏସ.କେ.ଚୌହ୍ୱାନ ସୂଚନା ଦେଇଛନ୍ତି । ଝାରସୁଗୁଡାରୁ ଦିଲ୍ଲୀ, କୋଲକାତା ଓ ହାଇଦ୍ରାବାଦକୁ ସ୍ପାଇସ ଜେଟର ବିମାନ ଉଡିବ ​ବୋଲି ସୂଚନା ମିଳିଛି । ସ୍ପାଇସ ଜେଟର କର୍ତ୍ତୃପକ୍ଷ ଝାରସୁଗୁଡା ବିମାନ ବନ୍ଦର ପରିଦର୍ଶନ କରିଛନ୍ତି ।

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories