ଝାରସୁଗୁଡ଼ା ଡ଼ଙ୍ଗା ବୁଡି ଘଟଣାରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଶୋକ

ଡେସ୍କ: ଝାରସୁଗୁଡ଼ା ଜିଲ୍ଲା ମହାନଦୀରେ ଡଙ୍ଗା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଗଭୀର ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ପୋଷ୍ଟରେ ରାଷ୍ଟ୍ରପତି କହିଛନ୍ତି ଯେ ଓଡ଼ିଶାର ଝାରସୁଗୁଡ଼ା ନିକଟରେ ମହାନଦୀରେ ନୌକାବୁଡ଼ି ହେବା ଯୋଗୁଁ ଅନେକ ଲୋକଙ୍କର ପ୍ରାଣହାନି ଘଟିଛି ଜାଣି ମୁଁ ଦୁଃଖିତ। ଶୋକସନ୍ତପ୍ତ ପରିବାରଗୁଡ଼ିକ ପ୍ରତି ମୁଁ ସମବେଦନା ଜ୍ଞାପନ କରୁଛି। ନୌକାବୁଡ଼ିରେ ଆଘାତପ୍ରାପ୍ତ ଲୋକମାନଙ୍କର ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା … Continue reading ଝାରସୁଗୁଡ଼ା ଡ଼ଙ୍ଗା ବୁଡି ଘଟଣାରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଶୋକ