www.samajalive.in
Saturday, December 6, 2025
23.1 C
Bhubaneswar

କାରଖାନାରେ ଅଘଟଣ; ଦୁଇ ଶ୍ରମିକ ମୃତ, ୫ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ଝାରସୁଗୁଡା ଓଡ଼ିଶା ମେଟାଲିକ୍ସ କାରଖାନାରେ ଅଘଟଣ। କାମ କରିବା ବେଳେ ଶ୍ରମିକଙ୍କ ଉପରେ ଖସି ପଡ଼ିଲା ବଡ ପିଲାର। ଫଳରେ ଘଟଣା ସ୍ଥଳରେ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତେବେ ପିଲାର କିଭଳି ଓ କେଉଁ ପରିସ୍ଥିତିରେ ଖସିଲା ତାହାର କାରଣ ଜଣାପଡ଼ିନାହିଁ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories