www.samajalive.in
Saturday, December 6, 2025
19.1 C
Bhubaneswar

ହାଇଡ୍ରା ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ

ଝାରସୁଗୁଡ଼ା: ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ହାଇଡ୍ରା ଧକ୍କାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀଙ୍କ ନାଁ ଲିଜା ଧୁରିଆ ଓ ତାଙ୍କ ଘର ଜମିଦାରପଡ଼ା ବୋଲି ଜଣାପଡିଛି। ଲିଜା ସାଇକେଲରେ ଅର୍ଡ଼ା କଲେଜକୁ ଯାଉଥିବା ସମୟରେ ରାସ୍ତାରେ ତାଙ୍କୁ ଏକ ବଡ଼ ହାଇଡ୍ରା ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। କ୍ଷତିପୂରଣ ଦାବିରେ ସ୍ଥାନୀୟ ବାସିନ୍ଦା ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେବାରୁ ପୁଲିସ ଫୋର୍ସ ମୁତୟନ ହୋଇଥିବା ବେଳେ ସଦର ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା ପ୍ରୟାସ କରୁଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories