www.samajalive.in
Sunday, December 7, 2025
14.1 C
Bhubaneswar

ମନ୍ତ୍ରୀ ନବ ଦାସ‌ ହତ୍ୟା ମାମଲା ; ବିଚାର ବିଭାଗୀୟ ହାଜତକୁ ଗଲା ଗୋପାଳ

ଝାରସୁଗୁଡା: ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ‌ ହତ୍ୟା ମାମଲାରେ ଅଭିଯୁକ୍ତ‌ ଗୋପାଳକୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। କ୍ରାଇମବ୍ରାଞ୍ଚ ତିନି ପର୍ୟ୍ୟାୟରେ ୧୩ ଦିନ ରିମାଣ୍ଡରେ ନେଇ ସାରିଛି। ରବିବାର ମଧ୍ୟରାତ୍ରିରେ କ୍ରାଇମବ୍ରାଞ୍ଚ ଗୋପାଳକୁ ଆଣି ଝାରସୁଗୁଡା ପହଞ୍ଚିଥିଲା। ଆଜି ଝାରସୁଗୁଡା ଜେଏମଏଫସି ଅଦାଲତରେ ହାଜର କରାଯିବା ପରେ ଅଦାଲତରେ ୧୬୪ ବୟାନ ରେକର୍ଡ କରାଯାଇ ବିଚାର ବିଭାଗୀୟ ହାଜତକୁ‌ ପଠାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories