www.samajalive.in
Saturday, December 6, 2025
16.1 C
Bhubaneswar

ଅପହୃତ ନାବାଳକକୁ ହତ୍ୟା ; ୨ ଗିରଫ

ଝାରସୁଗୁଡା : ଝାରସୁଗୁଡା ଟାଉନ ଥାନାର ସରବାହାଲରୁ ଅପହୃତ ନାବାଳକଙ୍କ ହତ୍ୟା ହୋଇଥିବା ନେଇ ଖବର ମିଳିଛି। ଗତ ୨୭ ତାରିଖରେ ଜଣେ ୧୫ ବର୍ଷୀୟ ନାବାଳକର ଅପହରଣ ହୋଇଥିଲା । ଅପରାଧୀ ମାନେ ନାବାଳକଙ୍କ ପିତାଙ୍କୁ ୫୦ ଲକ୍ଷ ଟଙ୍କା ମାଗିଥିଲେ । ତେବେ ତାହା ନ ମିଳିବାରୁ ୨୮ ତାରିଖ ରାତି ବରଗଡ ଜିଲାର ଭେଡେନ ଥାନାଞ୍ଚଳରେ ହତ୍ୟା କରିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହି ମାମଲାରେ ଝାରସୁଗୁଡା ପୁଲିସ ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅମିତ ଶର୍ମା ଓ ଦୀନେଶ ଅଗ୍ରଓ୍ବାଲ। ତେବେ ଟଙ୍କା ଯୋଗୁଁ ଏହି ହତ୍ୟାକାଣ୍ଡ ଘଟିଛି ନା ଅନ୍ୟ କୌଣସି କାରଣ ଅଛି ତାହା ପୁଲିସ ତଦନ୍ତାଧୀନ ରହିଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories