www.samajalive.in
Saturday, December 6, 2025
16.1 C
Bhubaneswar

ଅଜଣା ଗାଡି ଧକ୍କାରେ ୩ ବାଇକ୍‌‌ ଆରୋହୀ ମୃତ

ଝାରସୁଗୁଡା : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ। ଜାତୀୟ ରାଜପଥ-୪୯ ଝାରସୁଗୁଡା ଜିଲା ବେଲପାହାଡ ଗଉରପଡା ନିକଟରେ ଏହି ଦୁର୍ଘଟଣା ଘଟିଛି। ମଟର ସାଇକେଲକୁ ଧକ୍କା ଦେଇ ଅଜଣା ଗାଡି ଫେରାର ହୋଇଯାଇଥିବା ବେଳେ ମଟର ସାଇକେଲରେ ଥିବା ୩ ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଖବର ପାଇ ବେଲପାହାଡ ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ଏବଂ ଦୁର୍ଘଟଣା ଘଟାଇଥିବା ଅଜଣା ଗାଡି ସମ୍ପର୍କରେ ମଧ୍ୟ ତଦନ୍ତ ଚାଲିଥିବା ସୂଚନା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories