www.samajalive.in
Saturday, December 6, 2025
26.1 C
Bhubaneswar

ଝାରସୁଗୁଡାରେ ସିଆଇଆଇ ଏଣ୍ଟରପ୍ରାଇଜ୍‌‌ ଓଡିଶା ଉଦ୍‌‌ଘାଟିତ

ଝାରସୁଗୁଡା : ଝାରସୁଗୁଡା ଠାରେ ଭାରତୀୟ ଉଦ୍ୟୋଗ ପରିସଂଘ (ସିଆଇଆଇ) ପକ୍ଷରୁ ‘ଏଣ୍ଟରପ୍ରାଇଜ୍‌‌, ଓଡିଶା’ ସମ୍ମିଳନୀ ଶୁକ୍ରବାର ଉଦ୍‌‌ଘାଟିତ ହୋଇଛି। ଏଥିରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଛନ୍ତି। ପୁଞ୍ଜିନିବେଶ ସୁଯୋଗ, ଅଣୁ,କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଗୁଡିକୁ ବ୍ୟବସାୟିକ ସୁଯୋଗ ଦେବା ଓ ସେସବୁକୁ ବୃହତ ଶିଳ୍ପ ସଂସ୍ଥା ସହ ଯୋଡିବା, ମହିଳା ଉଦ୍ୟୋଗୀ ଓ ଷ୍ଟାର୍ଟଅପ୍‌‌ ଗୁଡିକୁ ପ୍ରୋତ୍ସାହନ ଦେବା ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories