www.samajalive.in
Saturday, December 6, 2025
26.1 C
Bhubaneswar

୫୦ ହଜାର ଲାଞ୍ଚ ନେଉଥିଲେ କୃଷି ବିଭାଗ ଲାଵ ଆସିଷ୍ଟାଣ୍ଟ; ମାଡି ବସିଲା ଭିଜିଲାନ୍ସ

ଝାରସୁଗୁଡା : ଭିଜିଲାନ୍ସ ଜାଲରେ ପଡିଲେ କୃଷି ବିଭାଗ ଲାଵ ଆସିଷ୍ଟାଣ୍ଟ। ୫୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡି ବସିଲା ଭିଜିଲାନ୍ସ। ଝାରସୁଗୁଡା କୃଷି ବିଭାଗ ମୃତ୍ତିକା ପରୀକ୍ଷାଗାରର ଲାଵ ଆସିଷ୍ଟାଣ୍ଟ ଗଣେଶ କଲସେରଙ୍କୁ ଭିଜିଲାନ୍ସ ଧରିଛି। ଚାକିରୀ ହରାଇଥିବା ଜଣେ ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ପାଇଁ ସେ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଘଟଣାର ତଦନ୍ତ ଜାରି ରହିଛି।

ସେପ୍ଟେମ୍ବରରେ ଚମକିବ ଏହି ରାଶି ଭାଗ୍ୟ: ହଠାତ୍‌ ମିଳିବ ଧନ..

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories