www.samajalive.in
Sunday, December 7, 2025
18.1 C
Bhubaneswar

କୁକୁଡା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା

ଝାରସୁଗୁଡା : ଝାରସୁୁଗୁଡା ସଦର ଥାନା ବେହେରାପାଟରେ ଏକ ଅଭାବନୀୟ ଘଟଣା ଘଟିଥିବା ମଙ୍ଗଳବାର ଜଣାପଡିଛି। ଜଣେ କୁକୁଡା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା କରିବା ପରେ ମୃତଦେହକୁ ନଦୀରେ ଫିଙ୍ଗି ଦେଇଛନ୍ତି । ମୃତ ବ୍ୟକ୍ତି ହେଲେ ସାହାଜାହାନ ଖାଁ । ତାଙ୍କ ଘର ଝାରସୁଗୁଡା ସହରର ମଙ୍ଗଳବଜାର ଅଞ୍ଚଳର ବୋଲି ଜଣାପଡିଛି। ଘଟଣାର ଖବର ପାଇ ପୁଲିସ ମୃତଦେହ ଜବତ କରିଛି । ଏହି ଘଟଣାରେ ପୁଲିସ ୨ ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛି । ବଚସା ପାଇଁ ଏହି ହତ୍ୟା ହୋଇଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

ଦେଖନ୍ତୁ ଭିଡିଓ ; ମହାନଦୀ ଘାଟରେ ଘଡିଆଳ କୁମ୍ଭୀର

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories