www.samajalive.in
Thursday, December 11, 2025
18.1 C
Bhubaneswar

ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌ ; ୨ମୃତ

ଝାରସୁଗୁଡା : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌ । ଚାଲିଗଲା ୨ ଜଣଙ୍କ ଜୀବନ । ଝାରସୁଗୁଡା- ସମ୍ବଲପୁର ରାସ୍ତାର ସାରସମାଲରେ ଗୁରୁବାର ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ପିକ୍‌ଅପ୍‌ ଭ୍ୟାନ୍‌ ଜାଳି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଦେଖନ୍ତୁ ଭିଡିଓ ; ‘ରଖେ ହରି ତ ମାରେ କିଏ’, ୨୨ ଚକିଆ ଟ୍ରକ୍‌ ଚକା ତଳକୁ ସ୍କୁଟି ସହ ପଡିଗଲେ ବ୍ୟକ୍ତି, ଆଉ ତା’ପରେ..

ପୁରୀରେ ଚାଞ୍ଚଲ୍ୟ ; ପୁଅର ଫାଉଡା ଚୋଟରେ ମାଆର ମୃତ୍ୟୁ

- Advertisement -

୧୨ ବର୍ଷ ପରେ ଦୁର୍ଲ୍ଲଭ ସଂଯୋଗ, ଏକାଠି ହେବେ ବୁଧ,ଗୁରୁ ଓ ସୂର୍ଯ୍ୟ, ଏହି ରାଶିଙ୍କ ପାଇଁ ଖୋଲିବେ ଧନର ଦ୍ୱାର, ହେବ ବିବାହ, ଅଟକି ରହବିନି କିଛି କାମ..

 

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories