www.samajalive.in
Saturday, December 6, 2025
14.1 C
Bhubaneswar

ଝାରସୁଗୁଡ଼ା ଲଖନପୁର ମହାନଦୀରେ ଡଙ୍ଗା ବୁଡି ଘଟଣା : ମୃତ୍ୟୁ ସଂଖ୍ୟା ୮

ଝାରସୁଗୁଡା : ଝାରସୁଗୁଡ଼ା ଲଖନପୁର ମହାନଦୀରେ ଡଙ୍ଗା ବୁଡି ଘଟଣାରେ ମୃତ୍ୟୁ ସଂଖ୍ୟା ୮ରେ ପହଞ୍ଚିଛି। ଶନିବାର ସକାଳ ସୁଦ୍ଧା ୭ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଏବେ ସମସ୍ତ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ସାରିଛି।
ସୂଚନା ଯୋଗ୍ୟ, ଶୁକ୍ରବାର ଲଖନପୁର ବ୍ଲକ ଶରଧା ନିକଟ ମହାନଦୀରେ ଡଙ୍ଗା ବୁଡିଯାଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ମହିଳା ଓ ୩ ଶିଶୁଙ୍କ ସମେତ ୭ ଜଣ ନିଖୋଜ ରହିଥିଲେ। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ଏମାନେ ବରଗଡ ବାଞ୍ଜିପାଲିକୁ ଯାଉଥିବାବେଳେ ଏଭଳି ଅଘଟଣ ଘଟିଥିଲା। ପ୍ରାୟ ୪୩ଜଣ ଲୋକଙ୍କୁ ସ୍ଥାନୀୟ ମତ୍ସ୍ୟଜୀବୀ ମାନେ ଉଦ୍ଧାର କରିଥିଲେ।

ଓଡ଼ିଶା ସରକାରଙ୍କଠାରୁ ଡଙ୍ଗା ଦୁର୍ଘଟଣା ସମ୍ପର୍କରେ ରିପୋର୍ଟ ମାଗିଲା ଏନ୍ଏଚ୍ଆରସି

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories