www.samajalive.in
Monday, December 15, 2025
24.1 C
Bhubaneswar

ଜମ୍ମୁ-କଶ୍ମୀର ଦୁର୍ଘଟଣା: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

ଡେସ୍କ: ଜମ୍ମୁ-କଶ୍ମୀର ଜାତୀୟ ରାଜପଥର ରାମବନ ଜିଲ୍ଲାରେ ଆଜି ଏକ କାର ଘାଟିକୁ ଖସି ପଡ଼ିବାରୁ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟରେ ରାଷ୍ଟ୍ରପତି ଶୋକସନ୍ତପ୍ତ ପରିବାରକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ମାନବିକ ସହାୟତାରେ ବାଧା ସୃଷ୍ଟି ନ କରିବାକୁ ଇସ୍ରାଏଲକୁ ନିର୍ଦ୍ଦେଶ

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ। ଶ୍ରୀ ମୋଦି ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories