www.samajalive.in
Saturday, December 6, 2025
23.1 C
Bhubaneswar

ଜାମ୍ମୁ କାଶ୍ମୀର ରାଜ୍ୟପାଳଙ୍କୁ ସାକ୍ଷାତ କଲେ କେନ୍ଦ୍ର ମନ୍ତ୍ରୀ ଜୀତେନ୍ଦ୍ର ସିଂହ

ଜାମ୍ମୁ: କେନ୍ଦ୍ର ମନ୍ତ୍ରୀ ଜୀତେନ୍ଦ୍ର ସିଂହ ଜାମ୍ମୁ କାଶ୍ମୀର ରାଜ୍ୟପାଳ ସତ୍ୟ ପାଲ ମଲ୍ଲିକଙ୍କୁ ଜମ୍ମୁସ୍ଥିତ ରାଜ୍ୟପାଳ ଭବନରେ ସାକ୍ଷାତ ଆଲୋଚନା କରିଛନ୍ତି। ଆଲୋଚନା କାଳରେ ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ଅନ୍ୟାନ୍ୟ ପ୍ରସଙ୍ଗ ସ୍ଥାନ ପାଇଥିଲା। ରାଜ୍ୟପାଳ ସତ୍ୟ ପାଲ ମଲ୍ଲିକ ତାଙ୍କ ଟ୍ୱିଟରରେ କହିଛନ୍ତି ଯେ, ପୁଲୱାମା ଆତଙ୍କବାଦୀ ଆକ୍ରମଣ ପରେ କିଛି ଅଞ୍ଚଳରେ ଶୁକ୍ରବାରଠାରୁ ସାନ୍ଧ୍ୟ ଆଇନ ଜାରି ହେବା ପରେ ଜମ୍ମୁରେ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନା ହୋଇଛି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories